ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ

ରାଜନଗର, ୨୧ା୧୨(ଭାସ୍କର ରାଉତରାୟ):ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ବାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଗତ ପଞ୍ଚାୟତ ନିର୍ବାଚନ ପରଠାରୁ କୁରୁଣ୍ଟି ପଞ୍ଚାୟତର ଏହି ଦୁଇ ନେତା ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ରହିବା ସହ ଦଳୀୟ କର୍ମୀଙ୍କୁ ବିଭିନ୍ନ ସମୟରେ ହଇରାଣ କରୁଥିଲେ। କୁରୁଣ୍ଟି ପଞ୍ଚାୟତର ବିଜେଡି […] The post ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ appeared first on Dharitri Odia News.

ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ

ରାଜନଗର, ୨୧ା୧୨(ଭାସ୍କର ରାଉତରାୟ):ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ବାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଗତ ପଞ୍ଚାୟତ ନିର୍ବାଚନ ପରଠାରୁ କୁରୁଣ୍ଟି ପଞ୍ଚାୟତର ଏହି ଦୁଇ ନେତା ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ରହିବା ସହ ଦଳୀୟ କର୍ମୀଙ୍କୁ ବିଭିନ୍ନ ସମୟରେ ହଇରାଣ କରୁଥିଲେ। କୁରୁଣ୍ଟି ପଞ୍ଚାୟତର ବିଜେଡି ସଭାପତି ରମେଶ ଚନ୍ଦ୍ର ବିଶ୍ୱାଳ ଓ ଦଳର ଆଗଧାଡିର ନେତାମାନେ ଏ ନେଇ ଲିଖିତ ଭାବେ ବ୍ଲକ ବିଜେଡି ସଭାପତିଙ୍କୁ ଜଣାଇଥିଲେ।

The post ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ appeared first on Dharitri Odia News.