ଦଶପଲ୍ଲା ଷ୍ଟେସନରୁ ଗଡ଼ିଲା ଟ୍ରେନ୍
ନୟାଗଡ଼,୬।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ରେଳ ଷ୍ଟେସନ ଶନିବାର ଲୋକାର୍ପିତ ହୋଇଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଷ୍ଟେସନର ଲୋକାର୍ପଣ କରିଛନ୍ତି। ଏଥିସହ ସବୁଜ ପତାକା ଦେଖାଇ ସେଠାରୁ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏବେ ଦଶପଲ୍ଲାରୁ ୪ଟି ଟ୍ରେନ ଚଳାଚଳ କରିବ। ୨ଟି ପାସେଞ୍ଜର ଏବଂ ଗୋଟିଏ ଲେଖାଏଁ ଏକ୍ସପ୍ରେସ ଓ ମେମୁ ଦଶପଲ୍ଲାକୁ ନିୟମିତ ରେଳସେବା ଯୋଗାଇଦେବ। The post ଦଶପଲ୍ଲା ଷ୍ଟେସନରୁ ଗଡ଼ିଲା ଟ୍ରେନ୍ appeared first on Dharitri Odia News.
ନୟାଗଡ଼,୬।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ରେଳ ଷ୍ଟେସନ ଶନିବାର ଲୋକାର୍ପିତ ହୋଇଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଷ୍ଟେସନର ଲୋକାର୍ପଣ କରିଛନ୍ତି। ଏଥିସହ ସବୁଜ ପତାକା ଦେଖାଇ ସେଠାରୁ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏବେ ଦଶପଲ୍ଲାରୁ ୪ଟି ଟ୍ରେନ ଚଳାଚଳ କରିବ। ୨ଟି ପାସେଞ୍ଜର ଏବଂ ଗୋଟିଏ ଲେଖାଏଁ ଏକ୍ସପ୍ରେସ ଓ ମେମୁ ଦଶପଲ୍ଲାକୁ ନିୟମିତ ରେଳସେବା ଯୋଗାଇଦେବ।
The post ଦଶପଲ୍ଲା ଷ୍ଟେସନରୁ ଗଡ଼ିଲା ଟ୍ରେନ୍ appeared first on Dharitri Odia News.