ଦଶମ ଗଣିତ ପ୍ରଶ୍ନ ଭାଇରାଲ ଅଭିଯୋଗ, ସୋସିଆଲ ମିଡିଆରେ ଘୂରିବୁଲୁଛି ପ୍ରଶ୍ନପତ୍ର
ଭୁବନେଶ୍ୱର,୨୬।୨: ପୁଣି ଆସିଲା ଦଶମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ଭାଇରାଲ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ ପ୍ରଶ୍ନପତ୍ର ଲିକ୍ ହୋଇଛି ତାହା ସ୍ପଷ୍ଟ ହୋଇପାରିନାହିଁ। ପୂର୍ବରୁ ଇଂରାଜୀ ପ୍ରଶ୍ନ ମଧ୍ୟ ଭାଇରାଲର ଅଭିଯୋଗ ହୋଇଥିଲା। ତେବେ ଏହି ଖବରକୁ ଖଣ୍ଡନ କରିଥିଲେ ବୋର୍ଡ କର୍ତ୍ତୃପକ୍ଷ। The post ଦଶମ ଗଣିତ ପ୍ରଶ୍ନ ଭାଇରାଲ ଅଭିଯୋଗ, ସୋସିଆଲ ମିଡିଆରେ ଘୂରିବୁଲୁଛି ପ୍ରଶ୍ନପତ୍ର appeared first on Dharitri Odia News.
ଭୁବନେଶ୍ୱର,୨୬।୨: ପୁଣି ଆସିଲା ଦଶମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ଭାଇରାଲ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ ପ୍ରଶ୍ନପତ୍ର ଲିକ୍ ହୋଇଛି ତାହା ସ୍ପଷ୍ଟ ହୋଇପାରିନାହିଁ। ପୂର୍ବରୁ ଇଂରାଜୀ ପ୍ରଶ୍ନ ମଧ୍ୟ ଭାଇରାଲର ଅଭିଯୋଗ ହୋଇଥିଲା। ତେବେ ଏହି ଖବରକୁ ଖଣ୍ଡନ କରିଥିଲେ ବୋର୍ଡ କର୍ତ୍ତୃପକ୍ଷ।
The post ଦଶମ ଗଣିତ ପ୍ରଶ୍ନ ଭାଇରାଲ ଅଭିଯୋଗ, ସୋସିଆଲ ମିଡିଆରେ ଘୂରିବୁଲୁଛି ପ୍ରଶ୍ନପତ୍ର appeared first on Dharitri Odia News.