ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୯: ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେବେ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ କରିଛନ୍ତି। ଏହାର ଉତ୍ତରରେ ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। The post ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ appeared first on Dharitri Odia News.

ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୯: ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେବେ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ କରିଛନ୍ତି। ଏହାର ଉତ୍ତରରେ ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

The post ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ appeared first on Dharitri Odia News.