ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ହାଇକୋର୍ଟ

କଟକ: କଟକ ସହର ସମସ୍ୟା ସମ୍ପର୍କିତ ଜନସ୍ୱାର୍ଥ ମାମଲା। ସହର ରାସ୍ତାଘାଟ ଦୂରାବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ। ଆସନ୍ତା ୫ ତାରିଖ ସୁଦ୍ଧା ରାସ୍ତା ମରାମତି କାମ ଶେଷ କରିବାକୁ ପୂର୍ତ୍ତ ସଚିବଙ୍କ ପ୍ରତିଶ୍ରୁତି। ଦଶହରା ସମ୍ପର୍କରେ ହାଇକୋର୍ଟଙ୍କ ନିର୍ଦେଶ। ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ହାଇକୋର୍ଟ। ରାସ୍ତା ଉପରୁ କେବୁଲ ଏବଂ ତାର ହଟାଇବା ପାଇଁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଥିସହ ନର୍ସ ଆନ୍ଦୋଳନ ପ୍ରସଙ୍ଗରେ ଆପୋଷ ଆଲୋଚନା କରି ଶୀଘ୍ର ସମାଧାନ […]

ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ହାଇକୋର୍ଟ
2

କଟକ: କଟକ ସହର ସମସ୍ୟା ସମ୍ପର୍କିତ ଜନସ୍ୱାର୍ଥ ମାମଲା। ସହର ରାସ୍ତାଘାଟ ଦୂରାବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ। ଆସନ୍ତା ୫ ତାରିଖ ସୁଦ୍ଧା ରାସ୍ତା ମରାମତି କାମ ଶେଷ କରିବାକୁ ପୂର୍ତ୍ତ ସଚିବଙ୍କ ପ୍ରତିଶ୍ରୁତି। ଦଶହରା ସମ୍ପର୍କରେ ହାଇକୋର୍ଟଙ୍କ ନିର୍ଦେଶ। ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ହାଇକୋର୍ଟ। ରାସ୍ତା ଉପରୁ କେବୁଲ ଏବଂ ତାର ହଟାଇବା ପାଇଁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ।

ଏଥିସହ ନର୍ସ ଆନ୍ଦୋଳନ ପ୍ରସଙ୍ଗରେ ଆପୋଷ ଆଲୋଚନା କରି ଶୀଘ୍ର ସମାଧାନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି।