‘ଦାନା’ ପ୍ରଭାବରେ ଉତ୍ତର ଓଡ଼ିଶା ହେବ ଅଧିକ ପ୍ରଭାବିତ: IMD ଡିଜି
ଆସନ୍ତାକାଲି ବାତ୍ୟାର ରୂପ ନେବ। ପରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୪ ତାରିଖ ରାତି ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ।
ସମୁଦ୍ରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଆସନ୍ତାକାଲି ବାତ୍ୟାର ରୂପ ନେବ। ପରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୪ ତାରିଖ ରାତି ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ। ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶି ପ୍ରଭାବ ରହିବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସହ ପବନ ହେବ: IMD ଡିଜି