ଦାମୋଦରଙ୍କ ବିୟୋଗରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ଅପୂରଣୀୟ କ୍ଷତି
ଭୁବନେଶ୍ୱର ୨୨/୦୩: ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। । ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା…— Naveen Patnaik (@Naveen_Odisha) March 22, 2024ସେ କହିଛନ୍ତି, ରାଜନୀତିର କର୍ଣ୍ଣଧାର ଥିଲେ ଦାମୋଦର । ତାଙ୍କ ବିୟୋଗରେ ଅପୂରଣୀୟ କ୍ଷତି । ଦାମ ରାଉତଙ୍କ ଦେହାନ୍ତ ସାରା ରାଜ୍ୟ ପାଇଁ ଏକ ଦୁଃଖଦ ଖବର । ବିଜୁ ପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ଅନୁଗାମୀ ହେବା ସହ ରାଜନୀତିର କର୍ଣ୍ଣଧାର ଥିଲେ ଦାମୋଦର ରାଉତ ।
ଭୁବନେଶ୍ୱର ୨୨/୦୩: ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ।
ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା…— Naveen Patnaik (@Naveen_Odisha) March 22, 2024
ସେ କହିଛନ୍ତି, ରାଜନୀତିର କର୍ଣ୍ଣଧାର ଥିଲେ ଦାମୋଦର । ତାଙ୍କ ବିୟୋଗରେ ଅପୂରଣୀୟ କ୍ଷତି । ଦାମ ରାଉତଙ୍କ ଦେହାନ୍ତ ସାରା ରାଜ୍ୟ ପାଇଁ ଏକ ଦୁଃଖଦ ଖବର । ବିଜୁ ପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ଅନୁଗାମୀ ହେବା ସହ ରାଜନୀତିର କର୍ଣ୍ଣଧାର ଥିଲେ ଦାମୋଦର ରାଉତ ।