ଦାୟିତ୍ୱ ନେବାପରେ ଶ୍ରୀମନ୍ଦିର ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬: ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର୍‌ ମନୋଜ ଆହୁଜା। ଲୋକସେବା ଭବନରେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓଡ଼ିଶା ଆସିବା ପୂର୍ବରୁ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ନିର୍ଦ୍ଦେଶକ ତଥା ସଚିବ ଭାବେ କାର୍ଯ୍ୟ କରୁଥିଲେ। ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବା ପରେ ସେ ପୁରୀ […] The post ଦାୟିତ୍ୱ ନେବାପରେ ଶ୍ରୀମନ୍ଦିର ଦର୍ଶନ କଲେ ମୁଖ୍ୟ ଶାସନ ସଚିବ appeared first on Dharitri Odia News.

ଦାୟିତ୍ୱ ନେବାପରେ ଶ୍ରୀମନ୍ଦିର ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬: ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର୍‌ ମନୋଜ ଆହୁଜା। ଲୋକସେବା ଭବନରେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓଡ଼ିଶା ଆସିବା ପୂର୍ବରୁ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ନିର୍ଦ୍ଦେଶକ ତଥା ସଚିବ ଭାବେ କାର୍ଯ୍ୟ କରୁଥିଲେ।
ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ପଟି ଦିଅଁଙ୍କୁ ଦର୍ଶନ କରିଛନ୍ତି।

The post ଦାୟିତ୍ୱ ନେବାପରେ ଶ୍ରୀମନ୍ଦିର ଦର୍ଶନ କଲେ ମୁଖ୍ୟ ଶାସନ ସଚିବ appeared first on Dharitri Odia News.