ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା

ଭୁବନେଶ୍ୱର,୨୯ା୧: ପୋଲିସ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ସଞ୍ଜୀବ ପଣ୍ଡା। ୧୯୯୪ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର ପୂର୍ବରୁ କ୍ରାଇମବ୍ରାଞ୍ଚ ଏଡିଜି ଥିଲେ। ଆଜି କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟରେ ପହଞ୍ଚି ସେ ପୂର୍ବତନ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସମୟରେ ତାଙ୍କୁ  କଟକ-ଭୁବନେଶ୍ୱରର ପୋଲିସ ଅଧିକାରୀମାନେ ସାକ୍ଷାତ କରିଛନ୍ତି। The post ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା appeared first on Dharitri Odia News.

ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା

ଭୁବନେଶ୍ୱର,୨୯ା୧: ପୋଲିସ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ସଞ୍ଜୀବ ପଣ୍ଡା। ୧୯୯୪ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର ପୂର୍ବରୁ କ୍ରାଇମବ୍ରାଞ୍ଚ ଏଡିଜି ଥିଲେ। ଆଜି କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟରେ ପହଞ୍ଚି ସେ ପୂର୍ବତନ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସମୟରେ ତାଙ୍କୁ  କଟକ-ଭୁବନେଶ୍ୱରର ପୋଲିସ ଅଧିକାରୀମାନେ ସାକ୍ଷାତ କରିଛନ୍ତି।

The post ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା appeared first on Dharitri Odia News.