ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଭୁବନେଶ୍ବର ୫।୫: ଆଜି ବି ଅସହ୍ୟ ତାତି । ରବିବାର ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ । ୪୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି କେନ୍ଦୁଝରରେ ୪୩, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୨, ହୀରାକୁଦରେ ୪୧.୮, ଚାନ୍ଦବାଲିରେ ୪୦.୨, ଭୁବନେଶ୍ୱରରେ ୩୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।You Can Read :ଦୁଇ ଦିନ ପ୍ରବଳ ଝଡ଼ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସତର୍କତା ଜାରି କଲା ପାଣିପାଗ ବିଭାଗ

ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଭୁବନେଶ୍ବର ୫।୫: ଆଜି ବି ଅସହ୍ୟ ତାତି । ରବିବାର ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ । ୪୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି କେନ୍ଦୁଝରରେ ୪୩, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୨, ହୀରାକୁଦରେ ୪୧.୮, ଚାନ୍ଦବାଲିରେ ୪୦.୨, ଭୁବନେଶ୍ୱରରେ ୩୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

You Can Read :

ଦୁଇ ଦିନ ପ୍ରବଳ ଝଡ଼ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସତର୍କତା ଜାରି କଲା ପାଣିପାଗ ବିଭାଗ