ଦିନକୁ ଦିନ ବଢୁଛି ଖରା
ଭୁବନେଶ୍ୱର: ଗ୍ରୀଷ୍ମ ଋତୁରେ ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଏକ ଏସଓପି ଜାରି କରାଯାଇଛି । ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଜରୁରୀକାଳୀନ ପଦକ୍ଷେପ ଗ୍ରହଣ କରିବା ସହ ପାଇପଲାଇନଗୁଡ଼ିକୁ ସଠିକ୍ କାର୍ଯ୍ୟକ୍ଷମ କରି ରଖିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ନଳକୂପଗୁଡ଼ିକର ମରାମତି ପାଇଁ ସ୍ପେୟାର ପାର୍ଟସ୍ ପ୍ରସ୍ତୁତ ରଖିବାକୁ କୁହାଯାଇଛି। The post ଦିନକୁ ଦିନ ବଢୁଛି ଖରା appeared first on Odisha.News.
ଭୁବନେଶ୍ୱର: ଗ୍ରୀଷ୍ମ ଋତୁରେ ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଏକ ଏସଓପି ଜାରି କରାଯାଇଛି । ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଜରୁରୀକାଳୀନ ପଦକ୍ଷେପ ଗ୍ରହଣ କରିବା ସହ ପାଇପଲାଇନଗୁଡ଼ିକୁ ସଠିକ୍ କାର୍ଯ୍ୟକ୍ଷମ କରି ରଖିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ନଳକୂପଗୁଡ଼ିକର ମରାମତି ପାଇଁ ସ୍ପେୟାର ପାର୍ଟସ୍ ପ୍ରସ୍ତୁତ ରଖିବାକୁ କୁହାଯାଇଛି।
The post ଦିନକୁ ଦିନ ବଢୁଛି ଖରା appeared first on Odisha.News.