ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ

ନନ୍ଦିଘୋଷ ବ୍ୟୁରୋ: ବଦଳୁଛି ପାଗର ମିଜାଜ। ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ। ରାଜ୍ୟରେ ଅସ୍ତବ୍ୟସ୍ତ କରିବ ଗୁଳୁଗୁଳୁ ଓ କାଳବୈଶାଖୀ... The post ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ appeared first on .

ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ

ନନ୍ଦିଘୋଷ ବ୍ୟୁରୋ: ବଦଳୁଛି ପାଗର ମିଜାଜ। ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ। ରାଜ୍ୟରେ ଅସ୍ତବ୍ୟସ୍ତ କରିବ ଗୁଳୁଗୁଳୁ ଓ କାଳବୈଶାଖୀ ବର୍ଷା । ଆଜି ବି କାଳବୈଶାଖୀ ବର୍ଷା ହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଏନେଇ ମାଲକାନଗିରି ,କୋରାପୁଟ, ରାୟଗଡା,ନବରଙ୍ଗପୁର, ଗଂଜାମ , ଗଜପତି, ନୂଆପଡା, ମୟୁରଭଞ୍ଜ, ବାଲେଶ୍ୱର,ଭଦ୍ରକ, ଢେଙ୍କାନାଳ, ଯାଜପୁର ,କେନ୍ଦୁଝର ଝାରସୁଗୁଡା ଓ ସୁନ୍ଦରଗଡ ଭଳି ୧୫ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।  କାଳବୈଶାଖୀ  ସମୟରେ ୫୦ ରୁ ୬୦ କିମି ବେଗରେ ପବନ ବହିବା ନେଇ ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣି ଜାରି କରାଯାଇଛି ।

The post ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ appeared first on .