ଦିନରେ ମିଶ୍ରିତ ଫଳ ମିଳିବ, ଆୟ ଅପେକ୍ଷା ବ୍ୟୟ ଅଧିକ ରହିପାରେ

ମେଷ- ଧନ ପ୍ରାପ୍ତିର ଯୋଗ ରହିଛି । ମନ ପ୍ରସନ୍ନ ରହିବ । ଉତ୍ସାହର ସହ କାର୍ଯ୍ୟ କରିବେ । ଅର୍ଥ ନିବେଶ ପାଇଁ ଦିନଟି ବହୁତ ଉତ୍ତମ ରହିବ । ମାଲି ମୋକଦ୍ଦମାରେ ଜୟଯୁକ୍ତ ହେବେ। ଛାତ୍ର ଛାତ୍ରୀମାନେ ଅଧିକ ପରିଶ୍ରମ କରି ସଫଳତା ହାସଲ କରିବେ ।ବୃଷ- କର୍ମ ଚଞ୍ଚଳ ରହିବେ । ମାନସିକ ଚିନ୍ତାରେ ରହି ନିଷ୍ପତ୍ତି ନେବେ ଓ ସଫଳତା ମଧ୍ୟ ମିଳିବ । ପରିବାରରେ ସାହାଯ୍ୟ ସହାନୁଭୂତି ଲାଗି ରହିବ । ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ର ଛାତ୍ରୀ ମାନେ ବ୍ୟସ୍ତତା ରେ ଦିନ କାଟିବେ।ମିଥୁନ- ଦେହ ଅସୁସ୍ଥ ହୋଇପାରେ। ଦିନଟି ମଧ୍ୟମ ଫଳ ଦେବ । କାର୍ଯ୍ୟ କ୍ଷେତ୍ରରେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି ହୋଇପାରେ । ମାନସିକ ଚାପ ବଢ଼ିବ । ବିଚ୍ଛେଦ ହୋଇଥିବା ସମର୍କ ନୂତନ ମୋଡ଼ ନେବ । ବ୍ୟବସାୟରେ ଏତେ ଲାଭ ଯୋଗ ନାହିଁ ।କର୍କଟ- ଦିନଟି ଏତେ ଉତ୍ତମ ଫଳ ଦେବ ନାହିଁ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କିଛି ଭୁଲ ନିଷ୍ପତ୍ତି ମଧ୍ୟ ନେଇପାରନ୍ତି । ଅନ୍ୟ ଲୋକଙ୍କ କଥାକୁ ଅଧିକ ଗୁରୁତ୍ଵ ଦେବ । ଏକା ସହ ଏକାଧିକ କାର୍ଯ୍ୟରେ ଯୋଗଦାନ କରିବେ । ରୋଗ ଶୋକ ବଢ଼ିବ ।ସିଂହ- ଦିନଟି ଅତ୍ୟନ୍ତ ଖୁସି ଖବର ଦେବ। ବ୍ୟବସାୟୀମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତାଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳତା ଅର୍ଜନ କ

ଦିନରେ ମିଶ୍ରିତ ଫଳ ମିଳିବ, ଆୟ ଅପେକ୍ଷା ବ୍ୟୟ ଅଧିକ ରହିପାରେ

ମେଷ- ଧନ ପ୍ରାପ୍ତିର ଯୋଗ ରହିଛି । ମନ ପ୍ରସନ୍ନ ରହିବ । ଉତ୍ସାହର ସହ କାର୍ଯ୍ୟ କରିବେ । ଅର୍ଥ ନିବେଶ ପାଇଁ ଦିନଟି ବହୁତ ଉତ୍ତମ ରହିବ । ମାଲି ମୋକଦ୍ଦମାରେ ଜୟଯୁକ୍ତ ହେବେ। ଛାତ୍ର ଛାତ୍ରୀମାନେ ଅଧିକ ପରିଶ୍ରମ କରି ସଫଳତା ହାସଲ କରିବେ ।

ବୃଷ- କର୍ମ ଚଞ୍ଚଳ ରହିବେ । ମାନସିକ ଚିନ୍ତାରେ ରହି ନିଷ୍ପତ୍ତି ନେବେ ଓ ସଫଳତା ମଧ୍ୟ ମିଳିବ । ପରିବାରରେ ସାହାଯ୍ୟ ସହାନୁଭୂତି ଲାଗି ରହିବ । ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ର ଛାତ୍ରୀ ମାନେ ବ୍ୟସ୍ତତା ରେ ଦିନ କାଟିବେ।

ମିଥୁନ- ଦେହ ଅସୁସ୍ଥ ହୋଇପାରେ। ଦିନଟି ମଧ୍ୟମ ଫଳ ଦେବ । କାର୍ଯ୍ୟ କ୍ଷେତ୍ରରେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି ହୋଇପାରେ । ମାନସିକ ଚାପ ବଢ଼ିବ । ବିଚ୍ଛେଦ ହୋଇଥିବା ସମର୍କ ନୂତନ ମୋଡ଼ ନେବ । ବ୍ୟବସାୟରେ ଏତେ ଲାଭ ଯୋଗ ନାହିଁ ।

କର୍କଟ- ଦିନଟି ଏତେ ଉତ୍ତମ ଫଳ ଦେବ ନାହିଁ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କିଛି ଭୁଲ ନିଷ୍ପତ୍ତି ମଧ୍ୟ ନେଇପାରନ୍ତି । ଅନ୍ୟ ଲୋକଙ୍କ କଥାକୁ ଅଧିକ ଗୁରୁତ୍ଵ ଦେବ । ଏକା ସହ ଏକାଧିକ କାର୍ଯ୍ୟରେ ଯୋଗଦାନ କରିବେ । ରୋଗ ଶୋକ ବଢ଼ିବ ।

ସିଂହ- ଦିନଟି ଅତ୍ୟନ୍ତ ଖୁସି ଖବର ଦେବ। ବ୍ୟବସାୟୀମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତାଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳତା ଅର୍ଜନ କରିବେ । ବନ୍ଧୁଙ୍କ ସହଯୋଗ ପାଇବେ ।

କନ୍ୟା- ମିଶ୍ର ଫଳ ଲାଭ ହେବ । ଶିକ୍ଷା କ୍ଷେତ୍ରରେ ନିଜକୁ ଅଣଦେଖା କରନ୍ତୁ ନାହିଁ । ବାହ୍ୟ ଲୋକଙ୍କ ଦ୍ଵାରା ଠକାମୀର ଶିକାର ହୋଇପାରନ୍ତି । କାହା କଥାରେ ପଡ଼ି ନିର୍ଣ୍ଣୟ ନିଅନ୍ତୁ ନାହିଁ । ଦାମ୍ପତ୍ୟ ଜୀବନରେ ଖୁସି ଲାଗି ରହିବ ।

ତୁଳା- କୌଣସି କଥାକୁ ନେଇ ଚିନ୍ତାରେ ରହିବେ । କିଛି ନୂତନ ସମସ୍ୟା ସୃଷ୍ଟି ହୋଇପାରେ । ଛାତ୍ର ଛାତ୍ରୀମାନେ ମନ ଲଗାଇ ପରିଶ୍ରମ କରିବେ । ନୂଆ ଯୋଜନା ପାଇଁ କାର୍ଯ୍ୟ ଆରମ୍ଭ କରିବେ । କାର୍ଯ୍ୟ କ୍ଷେତ୍ରରେ ମନରେ ଥିବା କଥା ଗୁପ୍ତରେ ରଖନ୍ତୁ ।

ବିଛା- ଦିନଟି ମିଶ୍ର ଫଳ ଦେବ । ଚାକିରିରେ ଉନ୍ନତି ହେବ ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଭ୍ରମଣର ଯୋଗ ରହିଛି । ପ୍ରତିରୋଧର ଶିକାର ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ର ଛାତ୍ରୀମାନେ ଆଶାତୀତ ଫଳ ପ୍ରାପ୍ତ କରିବେ ।

ଧନୁ- ବ୍ୟସ୍ତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ଦୃଢ଼ ମନା ହୁଅନ୍ତୁ ସଂପତ୍ତି କ୍ରୟ କରିବା ପାଇଁ ଆଗ୍ରହୀ ହେବେ। ବନ୍ଧୁଙ୍କ ଠାରୁ ଉପହାର ମିଳିବ । ବ୍ୟବସାୟୀମାନେ ଅଧିକ ଲାଭ ଆଶାରେ ରହିବେ । ଛାତ୍ର ଛାତ୍ରୀ ମାନେ ଖୁସି ମନରେ ରହିବେ। 

ମକର- ଦିନରେ ମିଶ୍ର ଫଳ ମିଳିବ । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ନେଇଥିବା ଉଧାର ଫେରସ୍ତ କରିବେ । ଅନ୍ଧ ଭଳି କାହାକୁ ଭରସା କରନ୍ତୁ ନାହିଁ । କିଛି ଶୁଭ କର୍ମ ପାଇଁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ । ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ।

କୁମ୍ଭ- ଶ୍ରୀ ଚନ୍ଦ୍ର ଯୋଗୁଁ ଦିନଟି ଉତ୍ତମ ଫଳ ପ୍ରଦାନ କରିବ । ଚାକିରି କ୍ଷେତ୍ରରେ ପଦୋନ୍ନତିର ଯୋଗ ଅଛି । ବିଦ୍ୟାର୍ଥୀ ମାନେ ଫଳାଫଳକୁ ଅପେକ୍ଷା କରିବେ । ନୂତନ ଯାନବାହାନ କ୍ରୟ କରିପାରନ୍ତି । ନୂତନ ସ୍ଥାନ ପ୍ରାପ୍ତିର ଯୋଗ ରହିଛି । 

ମୀନ- ମୀନ ରାଶିକୁ ଘାତ ଚନ୍ଦ୍ର । ଦିନଟି ଏତେ ଫଳପ୍ରଦ ହେବ ନାହିଁ । ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ । ବନ୍ଧନର ଭୟ ଆପଣଙ୍କୁ ରହିବ । ପୁରୁଣା ବନ୍ଧୁଙ୍କ ମିଳନ ହୋଇପାରେ ।