ଦିଲ୍ଲୀ ନିର୍ବାଚନ ଇନ୍ ଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ବ ଦେଲା ବିଜେପି
ଦିଲ୍ଲୀ ନିର୍ବାଚନ ଇନ୍ ଚାର୍ଜ ଭାବେ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ବ ମିଳିଛି । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇନ୍ ଚାର୍ଜ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି ।
ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେପି। ଦିଲ୍ଲୀ ନିର୍ବାଚନ ଇନ୍ ଚାର୍ଜ ଭାବେ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ବ ମିଳିଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇନ୍ ଚାର୍ଜ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ସାଂସଦ ଅତୁଲ ଗର୍ଗଙ୍କୁ ସହକାରୀ ଇନ୍ ଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି। ଉଭୟଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତି ଦେଇଛନ୍ତି।
#ବୈଜୟନ୍ତଙ୍କୁ_ଦିଲ୍ଲୀ_ଦାୟିତ୍ବ
ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେପି । ଦିଲ୍ଲୀ ନିର୍ବାଚନ ଇନ୍ ଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ବ ମିଳିଛି । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇନ୍ ଚାର୍ଜ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି ।#BaijayantPanda #BJP #Delhi #OTV pic.twitter.com/rC6kXXBDCt — ଓଟିଭି (@otvkhabar) October 15, 2024