ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧାୟକ ଦଳ ବୈଠକରେ ଦଳୀୟ ନେତୃମଣ୍ତଳୀ ତାଙ୍କ ନାମରେ ମୋହର ମାରିଥିଲେ। ବିଧାୟକ ପରବେଶ ବର୍ମାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି। ସେହିପରି ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶାଲିମାର ବାଗ୍ ଆସନରୁ ଜିତିଥିଲେ। ଆଜି ଐତିହାସିକ ରାମଲୀଳା ମଇଦାନରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। The post ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା appeared first on Odisha.News.

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧାୟକ ଦଳ ବୈଠକରେ ଦଳୀୟ ନେତୃମଣ୍ତଳୀ ତାଙ୍କ ନାମରେ ମୋହର ମାରିଥିଲେ। ବିଧାୟକ ପରବେଶ ବର୍ମାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି। ସେହିପରି ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶାଲିମାର ବାଗ୍ ଆସନରୁ ଜିତିଥିଲେ। ଆଜି ଐତିହାସିକ ରାମଲୀଳା ମଇଦାନରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

The post ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା appeared first on Odisha.News.