ଦିଲ୍ଲୀରୁ ଫେରିଲେ ମୋହନ-ମନମୋହନ, ଖୁବଶୀଘ୍ର ରାଜ୍ୟ ସରକାରରେ ବଡ଼ ନିଷ୍ପତ୍ତି ?
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବି ଦିଲ୍ଲୀ ଗସ୍ତରେ ଯାଇ ଦଳର ଶୀର୍ଷ ନେତୃତ୍ୱଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ, ସେପଟେ ରାଷ୍ଟ୍ରୀୟ ସଂଗଠନ ମନ୍ତ୍ରୀ ବିଏଲ୍ ସନ୍ତୋଷଙ୍କୁ ଭେଟିଲେ ମୋହନ-ମନମୋହନ ।