ଦିଲ୍ଲୀରେ ପ୍ରବଳ ବର୍ଷା: ବିମାନ ସେବା ପ୍ରଭାବିତ, ରେଡ୍ ଆଲର୍ଟ ଜାରି

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ସାଙ୍ଗକୁ ଝଡ ପବନ।  ଖରାପ ପାଗ ଯୋଗୁଁ ବିମାନ ସେବା ପ୍ରଭାବିତ ହୋଇଛି।  ବର୍ଷା ଯୋଗୁଁ ୪୦ଟି ବିମାନର ଗତିପଥ ପରିବର୍ତ୍ତନ କରାଯାଇଛି। ୧୦୦ରୁ ଅଧିକ ବିମାନ ଚଳାଚଳରେ ବିଳମ୍ବ ହୋଇଛି। ପ୍ରବଳ ବର୍ଷା ଜାରି ରହିଥିବାରୁ ଦିଲ୍ଲୀ ଏନସିଆରର ବିଭିନ୍ନ ସ୍ଥାନରେ ବର୍ଷା ପାଣି ଜମି ରହିଛି। ଯାହାଫଳରେ ଦିଲ୍ଲୀ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ଏପରିକି ଯାତାୟାତ ମଧ୍ୟ ପୁରା ଠପ୍ ହୋଇପଡିଛି। ସେପଟେ ଦିଲ୍ଲୀ ପାଇଁ […]

ଦିଲ୍ଲୀରେ ପ୍ରବଳ ବର୍ଷା: ବିମାନ ସେବା ପ୍ରଭାବିତ, ରେଡ୍ ଆଲର୍ଟ ଜାରି

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ସାଙ୍ଗକୁ ଝଡ ପବନ।  ଖରାପ ପାଗ ଯୋଗୁଁ ବିମାନ ସେବା ପ୍ରଭାବିତ ହୋଇଛି।  ବର୍ଷା ଯୋଗୁଁ ୪୦ଟି ବିମାନର ଗତିପଥ ପରିବର୍ତ୍ତନ କରାଯାଇଛି। ୧୦୦ରୁ ଅଧିକ ବିମାନ ଚଳାଚଳରେ ବିଳମ୍ବ ହୋଇଛି। ପ୍ରବଳ ବର୍ଷା ଜାରି ରହିଥିବାରୁ ଦିଲ୍ଲୀ ଏନସିଆରର ବିଭିନ୍ନ ସ୍ଥାନରେ ବର୍ଷା ପାଣି ଜମି ରହିଛି। ଯାହାଫଳରେ ଦିଲ୍ଲୀ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ଏପରିକି ଯାତାୟାତ ମଧ୍ୟ ପୁରା ଠପ୍ ହୋଇପଡିଛି। ସେପଟେ ଦିଲ୍ଲୀ ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।