ଦିଲ୍ଲୀରେ ଲଜ୍ଜା, ଓଡ଼ିଶାରେ ଚାଞ୍ଚଲ୍ୟ
ଦେଶର ରାଜଧାନୀରେ ଓଡ଼ିଆ ଯୁବତୀଙ୍କୁ ଗଣଦୁଷ୍କର୍ମ ସନ୍ଦେହ ଘଟଣାରେ ମାମଲା ରୁଜୁ। ସରାଇ କାଲେ ଖାନ୍ ଅଞ୍ଚଳରୁ ଅସହାୟ ଅବସ୍ଥାରେ ୨ ଦିନ ତଳେ ବିଳମ୍ବିତ ରାତିରେ ଉଦ୍ଧାର ହୋଇଥିଲେ ଯୁବତୀ ।