ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ କୁହାନଯାଉ

ସେହିପରି ‘ଧାମ’ ଶଦ୍ଦ ବ୍ୟବହାରରୁ ଦୂରରେ ରହିବାକୁ କହିଛନ୍ତି ମୋହନ ମାଝୀ । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖନ୍ତୁ ।

ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ କୁହାନଯାଉ
Array