ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ, ଗୁପ୍ତ ସୁଡ଼ଙ୍ଗ ଥିଲେ ଜଣାପଡିବ

ଭୁବନେଶ୍ୱର : ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ । ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ । ଗୁପ୍ତ ସୁଡ଼ଙ୍ଗ ଥିଲେ କାନ୍ଥ ଭିତରେ କିଛି ରତ୍ନ କିମ୍ବା ମୂଲ୍ୟବାନ ସାମଗ୍ରୀ ଥିଲେ ସରକାର ପରବର୍ତ୍ତୀ ନିଷ୍ପତି ନେବେ । ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଯଦି କିଛି ନଥିବା ରିପୋର୍ଟ ଆସେ, ତେବେ ଏଏସଆଇ […] The post ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ, ଗୁପ୍ତ ସୁଡ଼ଙ୍ଗ ଥିଲେ ଜଣାପଡିବ appeared first on KNews Odisha.

ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ, ଗୁପ୍ତ ସୁଡ଼ଙ୍ଗ ଥିଲେ ଜଣାପଡିବ
ratnabhandar

ଭୁବନେଶ୍ୱର : ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ । ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ । ଗୁପ୍ତ ସୁଡ଼ଙ୍ଗ ଥିଲେ କାନ୍ଥ ଭିତରେ କିଛି ରତ୍ନ କିମ୍ବା ମୂଲ୍ୟବାନ ସାମଗ୍ରୀ ଥିଲେ ସରକାର ପରବର୍ତ୍ତୀ ନିଷ୍ପତି ନେବେ ।

ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଯଦି କିଛି ନଥିବା ରିପୋର୍ଟ ଆସେ, ତେବେ ଏଏସଆଇ ଟିମ୍ ମରାମତି କାର୍ଯ୍ୟ ଆରମ୍ଭ କରିବେ । ମରାମତି ପରେ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ରତ୍ନ । ଗଣତି ମଣତି ଆରମ୍ଭ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ  ।

The post ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ, ଗୁପ୍ତ ସୁଡ଼ଙ୍ଗ ଥିଲେ ଜଣାପଡିବ appeared first on KNews Odisha.