ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !

ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । 

ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !
Array