ଦୁଇ ନାବାଳକ ଜୀବନ୍ତ ଦଗ୍ଧ
ବୌଦ୍ଧ,୧୧।୧: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ବଲାକିରା ଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ପୋଇଁବା ବେଳେ ୨ଜଣ ନାବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ୨ ନାବାଳକ ସମ୍ପର୍କରେ ମାମୁ ଓ ଭଣଜା ହୋଇଥିବା ସୂଚନା ମିଳିଛି। ଏନେଇ ଗାଁରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି। […] The post ଦୁଇ ନାବାଳକ ଜୀବନ୍ତ ଦଗ୍ଧ appeared first on Dharitri Odia News.
ବୌଦ୍ଧ,୧୧।୧: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ବଲାକିରା ଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ପୋଇଁବା ବେଳେ ୨ଜଣ ନାବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ୨ ନାବାଳକ ସମ୍ପର୍କରେ ମାମୁ ଓ ଭଣଜା ହୋଇଥିବା ସୂଚନା ମିଳିଛି। ଏନେଇ ଗାଁରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି।
ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ଅନ୍ୟପକ୍ଷେ ପୋଲିସ ଏକ ମାମଲା ରୁଜୁ ଘଟଣାର ତଦନ୍ତ ଆରମ୍ଭ କରିଛି।
The post ଦୁଇ ନାବାଳକ ଜୀବନ୍ତ ଦଗ୍ଧ appeared first on Dharitri Odia News.