ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଏକାଧିକ ଯାତ୍ରୀ ଆହତ
ସାନଖେମୁଣ୍ଡି: ଗଞ୍ଜାମ ଧରାକୋଟ ଢଉଗାଁରେ ଦୁଇ ବସ ମଧ୍ୟରେ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ତେବେ ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଆହତଙ୍କୁ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ହ୍ଵାଇଟହର୍ସ ଓ ଦିଲଖୁସ ବସ ମଧ୍ୟରେ ଧକ୍କା ହୋଇଛି। Updating... You Can Also Read: ବିଏସଏଫ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ : ୧୭ ଜବାନ ଗୁରୁତର The post ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଏକାଧିକ ଯାତ୍ରୀ ଆହତ appeared first on Prameya News7.
ସାନଖେମୁଣ୍ଡି: ଗଞ୍ଜାମ ଧରାକୋଟ ଢଉଗାଁରେ ଦୁଇ ବସ ମଧ୍ୟରେ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ତେବେ ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଆହତଙ୍କୁ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ହ୍ଵାଇଟହର୍ସ ଓ ଦିଲଖୁସ ବସ ମଧ୍ୟରେ ଧକ୍କା ହୋଇଛି।
Updating...
You Can Also Read: ବିଏସଏଫ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ : ୧୭ ଜବାନ ଗୁରୁତର
The post ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଏକାଧିକ ଯାତ୍ରୀ ଆହତ appeared first on Prameya News7.