ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ଦୁଇ ଗୁରୁତର
ଚଣ୍ଡିଖୋଲ ୨୭।୩: ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି ।ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟ ନେଉଳପୁର ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ସହ ବାଇକ୍ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ବାଇକ୍ଟି ଜାରକାରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଆଉ ଏକ ବାଇକ୍ ଜୋରରେ ଧକ୍କା ଦେଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ବଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଛି ।You Can Read :କଂଗ୍ରେସର ପଦ ପଦବୀ ଛାଡିଲେ ବରିଷ୍ଠ ନେତା ସୁର ରାଉତରାୟ, ପୁଅ ବିଜେଡିରେ ମିଶିବା ପରେ ନିଷ୍ପତ୍ତି
ଚଣ୍ଡିଖୋଲ ୨୭।୩: ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟ ନେଉଳପୁର ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ସହ ବାଇକ୍ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ବାଇକ୍ଟି ଜାରକାରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଆଉ ଏକ ବାଇକ୍ ଜୋରରେ ଧକ୍କା ଦେଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ବଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଛି ।
You Can Read :
କଂଗ୍ରେସର ପଦ ପଦବୀ ଛାଡିଲେ ବରିଷ୍ଠ ନେତା ସୁର ରାଉତରାୟ, ପୁଅ ବିଜେଡିରେ ମିଶିବା ପରେ ନିଷ୍ପତ୍ତି