ଦୁର୍ଘଟଣାଗ୍ରସ୍ତ ବିମାନର ଦ୍ବିତୀୟ ବ୍ଲାକବକ୍ସ ଉଦ୍ଧାର

କକପିଟ୍ ଭଏସ୍ ରେକର୍ଡର ବ୍ଲାକବକ୍ସ ମିଳିଥିବା ତଦନ୍ତକାରୀ ଟିମ୍ ସ୍ପଷ୍ଟ କରିଛନ୍ତି।ଏଥିରୁ ଜଣାପଡ଼ିବ ଦୁର୍ଘଟଣା ପଛର ସମ୍ଭାବ୍ୟ କାରଣ। ବିମାନ ଦୁର୍ଘଟଣାର କାରଣ ଖୋଜିବାକୁ ୩ ମାସ ଡେଡଲାଇନ୍ ଦିଆଯାଇଛି ।

ଦୁର୍ଘଟଣାଗ୍ରସ୍ତ ବିମାନର ଦ୍ବିତୀୟ ବ୍ଲାକବକ୍ସ ଉଦ୍ଧାର
Array