ଦୁର୍ଘଟଣାରେ ବାଇକ ଆରୋହୀଙ୍କ ଗଲା ଜୀବନ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରାଇସୁଆଁ ଅଭିମୁଖେ ଯାଉଥିବା ଏକ ବାଇକ ଉପରେ ଏନଏଚ ୨୦ରେ ଟ୍ରକ ଚଢ଼ିଯିବାରୁ ଜଣେ ଯୁବକର ମୃତ୍ୟୁ ଘଟିଛି। ଫଳରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିବା ବେଳେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମୃତକ ସ୍ଥାନୀୟ ଅଞ୍ଚଳର କିନ୍ତୁ ପରିଚୟ ମିଳିନାହିଁ। ଘଟଣା ସ୍ଥଳରେ ପୋଲିସ ଓ ଦମକଳବାହୀନି ପହଞ୍ଚି ଲୋକଙ୍କୁ ବୁଝାସୁଝା ଜାରି ରଖିଛି। The post ଦୁର୍ଘଟଣାରେ ବାଇକ ଆରୋହୀଙ୍କ ଗଲା ଜୀବନ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ appeared first on Dharitri Odia News.

ଦୁର୍ଘଟଣାରେ ବାଇକ ଆରୋହୀଙ୍କ ଗଲା ଜୀବନ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରାଇସୁଆଁ ଅଭିମୁଖେ ଯାଉଥିବା ଏକ ବାଇକ ଉପରେ ଏନଏଚ ୨୦ରେ ଟ୍ରକ ଚଢ଼ିଯିବାରୁ ଜଣେ ଯୁବକର ମୃତ୍ୟୁ ଘଟିଛି। ଫଳରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିବା ବେଳେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମୃତକ ସ୍ଥାନୀୟ ଅଞ୍ଚଳର କିନ୍ତୁ ପରିଚୟ ମିଳିନାହିଁ। ଘଟଣା ସ୍ଥଳରେ ପୋଲିସ ଓ ଦମକଳବାହୀନି ପହଞ୍ଚି ଲୋକଙ୍କୁ ବୁଝାସୁଝା ଜାରି ରଖିଛି।

The post ଦୁର୍ଘଟଣାରେ ବାଇକ ଆରୋହୀଙ୍କ ଗଲା ଜୀବନ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ appeared first on Dharitri Odia News.