'ଦୁର୍ନୀତିଗ୍ରସ୍ତ ନେତାଙ୍କ ଉପରେ ଆକ୍ସନ ନେବାକୁ ଇଡି କେବେ ପଛଘୁଞ୍ଚା ଦିଏନାହିଁ'
ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍। ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ରେଡ୍ ସୂଚନା।
ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍। ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ରେଡ୍ ସୂଚନା। ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍। ଏହାକୁ ନେଇ କିଛି ଏଭଳି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ।