ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ମୋହନ ସରକାରଙ୍କ ପୁଣି ନାଲି ଆଖି

ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ସରକାରଙ୍କ ନାଲି ଆଖି । ସଚ୍ଚୋଟ ପଣିଆର ଅଭାବ ପରିଲକ୍ଷିତ ହେଲା ମାତ୍ରେ ବାଜିବ ଆକ୍ସନ ଛାଟ । ଅପାରଗତା ଦେଖିବା ମାତ୍ରେ ଅବସର ଆଗରୁ ହୋଇଯିବେ ବିଦା ।

ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ମୋହନ ସରକାରଙ୍କ ପୁଣି ନାଲି ଆଖି
Array