ଦୂରଦର୍ଶନରେ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ

ଭୁବନେଶ୍ୱର,୨୨।୧(ଅନୁରାଧା ମହାରଣା): ସୋମବାର ଅଯୋଧ୍ୟାରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ମନ୍ଦିର ଉଦ୍‌ଘାଟନ କରିବେ। ଏହି ଶୁଭ ଉତ୍ସବର ସିଧା ପ୍ରସାରଣ ସମସ୍ତ ଦୂରଦର୍ଶନ ଡିଡି ଚ୍ୟାନେଲରେ ଲାଇଭ୍‌ ଟେଲିକାଷ୍ଟ କରାଯିବ। ଅତ୍ୟାଧୁନିକ ଯନ୍ତ୍ରପାତି ସହିତ ଲାଇଭ୍‌ କଭରେଜ୍‌ କରାଯିବା ଦ୍ୱାରା ସାରା ଦେଶବାସୀ ଏହାର ଦେଖିବାକୁ ସୁଯୋଗ ପାଇବେ। ଏଥିପାଇଁ ଏକ ସ୍ବତନ୍ତ୍ର ଟିମ୍‌ ନିୟୋଜିତ ହୋଇଛନ୍ତି। ଏହା ଏକ ଐତିହାସିକ ପ୍ରସାରଣ ହେବ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି। […] The post ଦୂରଦର୍ଶନରେ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ appeared first on Dharitri Odia News.

ଦୂରଦର୍ଶନରେ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ

ଭୁବନେଶ୍ୱର,୨୨।୧(ଅନୁରାଧା ମହାରଣା): ସୋମବାର ଅଯୋଧ୍ୟାରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ମନ୍ଦିର ଉଦ୍‌ଘାଟନ କରିବେ। ଏହି ଶୁଭ ଉତ୍ସବର ସିଧା ପ୍ରସାରଣ ସମସ୍ତ ଦୂରଦର୍ଶନ ଡିଡି ଚ୍ୟାନେଲରେ ଲାଇଭ୍‌ ଟେଲିକାଷ୍ଟ କରାଯିବ। ଅତ୍ୟାଧୁନିକ ଯନ୍ତ୍ରପାତି ସହିତ ଲାଇଭ୍‌ କଭରେଜ୍‌ କରାଯିବା ଦ୍ୱାରା ସାରା ଦେଶବାସୀ ଏହାର ଦେଖିବାକୁ ସୁଯୋଗ ପାଇବେ। ଏଥିପାଇଁ ଏକ ସ୍ବତନ୍ତ୍ର ଟିମ୍‌ ନିୟୋଜିତ ହୋଇଛନ୍ତି। ଏହା ଏକ ଐତିହାସିକ ପ୍ରସାରଣ ହେବ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି। ସମଗ୍ର ଦେଶ ଡିଡି ନ୍ୟାଶନାଲ ଏବଂ ଡିଡି ନ୍ୟୁଜ୍‌ରେ ଏହା ଦେଖିପାରିବେ।

The post ଦୂରଦର୍ଶନରେ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ appeared first on Dharitri Odia News.