ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଭରତପୁର ଥାନା ପୋଲିସ – ମେଜର ବିବାଦ ଘଟଣାରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ୪ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇ ମାମଲା ରୁଜୁ କରାଯାଇଛି। ସରକାରଙ୍କ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ସରକାର କାର୍ଯ୍ୟାନୁଷ୍ଠାନ ନେବାରେ କେବେ ପଛଘୁଞ୍ଚା ଦିଅନ୍ତିନି ବୋଲି ସେ କହିଛନ୍ତି। ତେଣୁ କୌଣସି ପ୍ରକାର ବ୍ୟସ୍ତତା ହେବା ଦରକାର ନାହିଁ । […]

ଭୁବନେଶ୍ୱର : ଭରତପୁର ଥାନା ପୋଲିସ – ମେଜର ବିବାଦ ଘଟଣାରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ୪ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇ ମାମଲା ରୁଜୁ କରାଯାଇଛି। ସରକାରଙ୍କ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ସରକାର କାର୍ଯ୍ୟାନୁଷ୍ଠାନ ନେବାରେ କେବେ ପଛଘୁଞ୍ଚା ଦିଅନ୍ତିନି ବୋଲି ସେ କହିଛନ୍ତି। ତେଣୁ କୌଣସି ପ୍ରକାର ବ୍ୟସ୍ତତା ହେବା ଦରକାର ନାହିଁ । ସରକାର ସଚେତନ ଅଛନ୍ତି, ଆଗାମୀ ଦିନରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ଏହି ଘଟଣାରେ ଲିଙ୍କ୍ ଥିବା ୭ ଜଣ ରୋଡ୍ ରୋମିଓଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ।