ଦୃଷ୍ଟିବାଧିତଙ୍କ ପାଇଁ ଖୁସିଖବର: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ
କଟକ,୧୮।୩: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ। ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ଏହି ଅନୁଷ୍ଠାନ ପ୍ରତିଷ୍ଠା ହେବ । ସନ୍ଥକବି ଭୀମଭୋଇଙ୍କ ନାଁରେ ନାମିତ ହେବ ବିଶ୍ବବିଦ୍ୟାଳୟ ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। The post ଦୃଷ୍ଟିବାଧିତଙ୍କ ପାଇଁ ଖୁସିଖବର: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ appeared first on Dharitri Odia News.
କଟକ,୧୮।୩: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ। ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ଏହି ଅନୁଷ୍ଠାନ ପ୍ରତିଷ୍ଠା ହେବ । ସନ୍ଥକବି ଭୀମଭୋଇଙ୍କ ନାଁରେ ନାମିତ ହେବ ବିଶ୍ବବିଦ୍ୟାଳୟ ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି।
The post ଦୃଷ୍ଟିବାଧିତଙ୍କ ପାଇଁ ଖୁସିଖବର: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ appeared first on Dharitri Odia News.