ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ଦଳରୁ ଟିକେଟ ପାଇଛନ୍ତି। ପ୍ରକାଶ ଯେ, ଗୁରୁବାର ବିଜେଡି ପକ୍ଷରୁ ବାକିଥିବା ୩ ଆସନ ଲାଗି ମଧ୍ୟ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ,ଖଣ୍ଡପଡ଼ା ଏବଂ ନୀଳଗିରିରୁ ଦଳ ପ୍ରାର୍ଥୀ ଦେଇଛି। କୋରେଇରୁ ସଂନ୍ଧ୍ୟାରାଣୀ ଦାସ, ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରିରୁ ସୁକାନ୍ତ ନାୟକଙ୍କୁ ଦଳ ଟିକେଟ ଦେଇଛି। The post ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌… appeared first on Dharitri Odia News.

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ଦଳରୁ ଟିକେଟ ପାଇଛନ୍ତି।

ପ୍ରକାଶ ଯେ, ଗୁରୁବାର ବିଜେଡି ପକ୍ଷରୁ ବାକିଥିବା ୩ ଆସନ ଲାଗି ମଧ୍ୟ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ,ଖଣ୍ଡପଡ଼ା ଏବଂ ନୀଳଗିରିରୁ ଦଳ ପ୍ରାର୍ଥୀ ଦେଇଛି। କୋରେଇରୁ ସଂନ୍ଧ୍ୟାରାଣୀ ଦାସ, ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରିରୁ ସୁକାନ୍ତ ନାୟକଙ୍କୁ ଦଳ ଟିକେଟ ଦେଇଛି।

The post ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌… appeared first on Dharitri Odia News.