ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡିର ରାଜ୍ୟସଭା ପ୍ରାର୍ଥୀ

୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି।

ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡିର ରାଜ୍ୟସଭା ପ୍ରାର୍ଥୀ

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଘୋଷଣା। ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି। କଟକ ବାରବାଟୀ ନିର୍ବାଚନ ମଣ୍ତଳୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି ବିଜେଡି। ଏହାଛଡ଼ା ଶୁଭାଶିଷ ଖୁଣ୍ଟିଆଙ୍କୁ ମଧ୍ୟ ବିଜେଡି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି ଶୁଭାଶିଷ ଖୁଣ୍ଟିଆ। ବିଜେଡିର ତୃତୀୟ ପ୍ରାର୍ଥୀକୁ ନେଇ ଏବେବି ସସପେନ୍ସ।