ଦେବାଶିଷଙ୍କୁ ଟାର୍ଗେଟ୍ କଲେ ମୋକିମ
ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଥିଲେ ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ।
ଦରକାର ପଡ଼ିଲେ କଂଗ୍ରେସ ସହ ହାତ ମିଳେଇବ ବିଜେଡି। ଆଉ ରାଜ୍ୟରେ କରିବ ସରକାର। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଥିଲେ ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ। ଏହାକୁ ନେଇ କଂଗ୍ରେସ ନେତା ମହମ୍ମଦ ମୋକିମ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ।