ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ : ଧାଡି ପହଣ୍ଡିରେ ଆସିଲେ ମା ହଦଳୀମୁହିଁ

ପୁରୀ : ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଆସି ରଥାରୂଢ଼ ହୋଇଛନ୍ତି। ଏହା ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଛି । ଧାଡି ପହଣ୍ଡିରେ ଆସୁଛନ୍ତି ଦେବୀ ସୁଭଦ୍ରା । ବାହୁଡ଼ା ଯାତ୍ରାରେ ଶୃଙ୍ଖଳା ପାଇଁ ୨୦୫ ପ୍ଲାଟୁନ୍‌ ପୋଲିସ୍‌ […] The post ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ : ଧାଡି ପହଣ୍ଡିରେ ଆସିଲେ ମା ହଦଳୀମୁହିଁ appeared first on KNews Odisha.

ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ : ଧାଡି ପହଣ୍ଡିରେ ଆସିଲେ ମା ହଦଳୀମୁହିଁ
subhadra

ପୁରୀ : ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଆସି ରଥାରୂଢ଼ ହୋଇଛନ୍ତି। ଏହା ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଛି । ଧାଡି ପହଣ୍ଡିରେ ଆସୁଛନ୍ତି ଦେବୀ ସୁଭଦ୍ରା ।

ବାହୁଡ଼ା ଯାତ୍ରାରେ ଶୃଙ୍ଖଳା ପାଇଁ ୨୦୫ ପ୍ଲାଟୁନ୍‌ ପୋଲିସ୍‌ ଫୋର୍ସ ନିୟୋଜିତ ହେବେ। ଭକ୍ତଙ୍କ ଯାତାୟ‌ାତ ପାଇଁ ସ୍ବତନ୍ତ୍ର ଟ୍ରାଫିକ ରୁଟ୍‌ ନିର୍ଦ୍ଧାରିତ ହୋଇଛି। ଭୁବନେଶ୍ବର, କୋଣାର୍କ ଓ ବ୍ରହ୍ମଗିରି ପଟୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଚାରିଚକିଆ ଓ ଦୁଇଚକିଆ ଯାନ ରଖିବା ପାଇଁ ସ୍ବତନ୍ତ୍ର ସ୍ଥାନ ସ୍ଥିରୀକୃତ ହୋଇଛି ।

 

 

ଆହୁରି ପଢ଼ନ୍ତୁ : ଶରଣ ଶ୍ରୀକ୍ଷେତ୍ରରୁ ପୁରୀ ଶ୍ରୀକ୍ଷେତ୍ର ଗଲା ତୁଳସୀ ହାର, ଜଗାକୁ ଲାଗି ହେବ ୩୫୧ ଫୁଟର ତୁଳସୀ ମାଳ

The post ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ : ଧାଡି ପହଣ୍ଡିରେ ଆସିଲେ ମା ହଦଳୀମୁହିଁ appeared first on KNews Odisha.