ଦେଶବାସୀଙ୍କୁ ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କୋଲକାତା ଘଟଣାରେ ଉଦ୍ବେଗ ପ୍ରକାଶ
ନୂଆଦିଲ୍ଲୀ ୧୯/୦୮: ଦେଶବାସୀଙ୍କୁ ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପଚତି ଦ୍ରୌପଦୀ ମୁର୍ମୁ । Xରେ ଟ୍ୱିଟ୍ କରି କହିଛନ୍ତି ରକ୍ଷାବନ୍ଧନର ଅବସରରେ ସେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ସେ କହିଛନ୍ତି, ଭାଇ ଓ ଭଉଣୀଙ୍କ ମଧ୍ୟରେ ପ୍ରେମ ଓ ପାରସ୍ପରିକ ବିଶ୍ୱାସର ଭାବନା ଉପରେ ଆଧାରିତ । ଏହିପର୍ବ ସମସ୍ତ ଭଉଣୀ ଓ ଝିଅଙ୍କ ପ୍ରତି ସ୍ନେହ ଓ ସମ୍ମାନର ଭାବନାକୁ ପ୍ରକାଶ କରିଥାଏ । रक्षा बंधन के पावन अवसर पर, मैं सभी देशवासियों को हार्दिक बधाई और शुभकामनाएं देती हूं। भाई-बहन के बीच प्रेम और आपसी विश्वास की भावना पर आधारित यह त्योहार, सभी बहन-बेटियों के प्रति स्नेह और सम्मान की भावना का संचार करता है। मैं चाहूंगी कि इस पर्व के दिन, सभी देशवासी, हमारे समाज…— President of India (@rashtrapatibhvn) August 19, 2024ଏହାପରେ ରାଷ୍ଟ୍ରପତି କହିଛନ୍ତି, ରକ୍ଷାବନ୍ଧନରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଉଦବେଗ ପ୍ରକାଶ କଲେ ରାଷ୍ଟ୍ରପତି । ମହିଳା ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବାକୁ ଆହ୍ୱାନ । ସମସ୍ତ ଦେଶବାସୀ ଆମ ସମାଜରେ ମହିଳାଙ୍କ ସୁରକ୍ଷା ଏବଂ ସମ୍ମାନ ସୁନିଶ୍ଚିତ କରିବା ପାଇଁ ସଂକଳ୍ପ ନେବା ଆବଶ୍ୟକ ବୋଲି ସେ ସ୍ପଷ୍ଟ କହିଛନ୍ତି ।
ନୂଆଦିଲ୍ଲୀ ୧୯/୦୮: ଦେଶବାସୀଙ୍କୁ ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପଚତି ଦ୍ରୌପଦୀ ମୁର୍ମୁ । Xରେ ଟ୍ୱିଟ୍ କରି କହିଛନ୍ତି ରକ୍ଷାବନ୍ଧନର ଅବସରରେ ସେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ।
ସେ କହିଛନ୍ତି, ଭାଇ ଓ ଭଉଣୀଙ୍କ ମଧ୍ୟରେ ପ୍ରେମ ଓ ପାରସ୍ପରିକ ବିଶ୍ୱାସର ଭାବନା ଉପରେ ଆଧାରିତ । ଏହିପର୍ବ ସମସ୍ତ ଭଉଣୀ ଓ ଝିଅଙ୍କ ପ୍ରତି ସ୍ନେହ ଓ ସମ୍ମାନର ଭାବନାକୁ ପ୍ରକାଶ କରିଥାଏ ।
रक्षा बंधन के पावन अवसर पर, मैं सभी देशवासियों को हार्दिक बधाई और शुभकामनाएं देती हूं। भाई-बहन के बीच प्रेम और आपसी विश्वास की भावना पर आधारित यह त्योहार, सभी बहन-बेटियों के प्रति स्नेह और सम्मान की भावना का संचार करता है। मैं चाहूंगी कि इस पर्व के दिन, सभी देशवासी, हमारे समाज…— President of India (@rashtrapatibhvn) August 19, 2024
ଏହାପରେ ରାଷ୍ଟ୍ରପତି କହିଛନ୍ତି, ରକ୍ଷାବନ୍ଧନରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଉଦବେଗ ପ୍ରକାଶ କଲେ ରାଷ୍ଟ୍ରପତି । ମହିଳା ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବାକୁ ଆହ୍ୱାନ । ସମସ୍ତ ଦେଶବାସୀ ଆମ ସମାଜରେ ମହିଳାଙ୍କ ସୁରକ୍ଷା ଏବଂ ସମ୍ମାନ ସୁନିଶ୍ଚିତ କରିବା ପାଇଁ ସଂକଳ୍ପ ନେବା ଆବଶ୍ୟକ ବୋଲି ସେ ସ୍ପଷ୍ଟ କହିଛନ୍ତି ।