ଦେଶବାସୀଙ୍କୁ ସମ୍ବୋଧନ କଲେ ରାଷ୍ଟ୍ରପତି, କହିଲେ…

ଭୁବନେଶ୍ୱର,୨୫।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ସମ୍ବୋଧନ। ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୂର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ୭୫ ବର୍ଷ ଭିତରେ ଭାରତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଅନେକ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଆମେ ଜାଣିନୁ। ଏହାକୁ ଗୁରୁତ୍ୱ ଦେଇ ଏଥର ର୍ବିସା ମୁଣ୍ଡାଙ୍କ ୧୫୦ତମ ପୂର୍ତ୍ତି ପାଳିଛୁ। ମହିଳାଙ୍କୁ ସମାନତା ନେଇ ସରକାର ଅଗ୍ରାଧିକାର ଦେଉଛନ୍ତି। ବିଗତ ୭୫ ବର୍ଷ ଭିତରେ ମହିଳାଙ୍କ ଅନେକ […] The post ଦେଶବାସୀଙ୍କୁ ସମ୍ବୋଧନ କଲେ ରାଷ୍ଟ୍ରପତି, କହିଲେ… appeared first on Dharitri Odia News.

ଦେଶବାସୀଙ୍କୁ ସମ୍ବୋଧନ କଲେ ରାଷ୍ଟ୍ରପତି, କହିଲେ…

ଭୁବନେଶ୍ୱର,୨୫।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ସମ୍ବୋଧନ। ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୂର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ୭୫ ବର୍ଷ ଭିତରେ ଭାରତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଅନେକ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଆମେ ଜାଣିନୁ। ଏହାକୁ ଗୁରୁତ୍ୱ ଦେଇ ଏଥର ର୍ବିସା ମୁଣ୍ଡାଙ୍କ ୧୫୦ତମ ପୂର୍ତ୍ତି ପାଳିଛୁ। ମହିଳାଙ୍କୁ ସମାନତା ନେଇ ସରକାର ଅଗ୍ରାଧିକାର ଦେଉଛନ୍ତି। ବିଗତ ୭୫ ବର୍ଷ ଭିତରେ ମହିଳାଙ୍କ ଅନେକ ଯୋଗଦାନ ରହିଛ।

The post ଦେଶବାସୀଙ୍କୁ ସମ୍ବୋଧନ କଲେ ରାଷ୍ଟ୍ରପତି, କହିଲେ… appeared first on Dharitri Odia News.