ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବରେ ନିଯୁକ୍ତ ହୋଇଛନ୍ତି ଜ୍ଞାନେଶ କୁମାର। ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ଅଧିକାରୀ ହେଉଛନ୍ତି ଜ୍ଞାନେଶ କୁମାର। ସେ ରାଜୀବ କୁମାରଙ୍କ ସ୍ଥାନ ନେବେ ବୋଲି ଜଣାପଡିଛି। ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ଚୟନ ବୈଠକରେ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କ ନାଁରେ ମୋହର […] The post ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର appeared first on Odisha.News.
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବରେ ନିଯୁକ୍ତ ହୋଇଛନ୍ତି ଜ୍ଞାନେଶ କୁମାର। ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ଅଧିକାରୀ ହେଉଛନ୍ତି ଜ୍ଞାନେଶ କୁମାର। ସେ ରାଜୀବ କୁମାରଙ୍କ ସ୍ଥାନ ନେବେ ବୋଲି ଜଣାପଡିଛି। ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ଚୟନ ବୈଠକରେ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କ ନାଁରେ ମୋହର ବାଜିଥିଲା।
The post ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର appeared first on Odisha.News.