ଦୋକାନରେ ଚା’ ପିଉଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍, ଚାଲିଗଲା ୩ ଜଣଙ୍କ ଜୀବନ

ସୁବର୍ଣ୍ଣପୁର ୨୫।୭: ପିକ୍‌ଅପ୍‌ ଭ୍ୟାନ୍ ଧକ୍କାରେ ୩ ଜଣଙ୍କ ଜୀବନ ଗଲା । ଚା’ ପିଉଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମା’ ମେଟାକାନି ମନ୍ଦିର ନିକଟରେ ଦୁର୍ଘଟଣା ଘଟିଛି ।ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମା’ ମେଟାକାନି ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୋକାନରେ ଚା’ ପିଉଥିବା ବେଳେ ଗୋଟିଏ ପିକଅପ୍ ଭ୍ୟାନ୍ ଆସି ପିଟି ଦେଇଥିଲା । ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଲୁଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି ।You Can Read:ଲୁଣା ନଦୀକୁ ଗାଧୋଇବାକୁ ଯାଇ ଭାସିଗଲେ ଯୁବକ, ଖୋଜୁଛି ଅଗ୍ନିଶମ ବାହିନୀ

ଦୋକାନରେ ଚା’ ପିଉଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍, ଚାଲିଗଲା ୩ ଜଣଙ୍କ ଜୀବନ

ସୁବର୍ଣ୍ଣପୁର ୨୫ପିକ୍‌ଅପ୍‌ ଭ୍ୟାନ୍ ଧକ୍କାରେ ୩ ଜଣଙ୍କ ଜୀବନ ଗଲା । ଚା’ ପିଉଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମା’ ମେଟାକାନି ମନ୍ଦିର ନିକଟରେ ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମା’ ମେଟାକାନି ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୋକାନରେ ଚା’ ପିଉଥିବା ବେଳେ ଗୋଟିଏ ପିକଅପ୍ ଭ୍ୟାନ୍ ଆସି ପିଟି ଦେଇଥିଲା । ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଲୁଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି ।

You Can Read:

ଲୁଣା ନଦୀକୁ ଗାଧୋଇବାକୁ ଯାଇ ଭାସିଗଲେ ଯୁବକ, ଖୋଜୁଛି ଅଗ୍ନିଶମ ବାହିନୀ