ଦୋଳଯାତ୍ରା ଦେଖି ଫେରୁଥିବା ବେଳେ ଓଲଟିଲା ଅଟୋ : ଜଣେ ମୃତ, ୫ ଜଣ ଗୁରୁତର
କୋରାପୁଟ ୨୬।୩: ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଦୋଳଯାତ୍ରା ଦେଖି ଫେରୁଥିବା ବେଳେ ଅଘଟଣ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଦଶମନ୍ତପୁର ବ୍ଳକ୍ ମୁନ୍ଦାର ଗାଁ ନିକଟରେ ଘଟିଛି ଦୁର୍ଘଟଣା ।ସୂଚନାଯୋଗ୍ୟ ଯେ, କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଦଶମନ୍ତପୁର ବ୍ଳକ୍ ମୁନ୍ଦାର ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଅଟୋ ଓଲଟିଲା ପରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ଦଶମନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ୫ ଗୁରୁତରଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି ।You Can Read :ହୋଲି ଖେଳିସାରି ପୋଖରୀରେ ଗାଧୋଇବା ବେଳେ ଅଘଟଣ : ଚାଲିଗଲା ଛାତ୍ରଙ୍କ ଜୀବନ
କୋରାପୁଟ ୨୬।୩: ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଦୋଳଯାତ୍ରା ଦେଖି ଫେରୁଥିବା ବେଳେ ଅଘଟଣ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଦଶମନ୍ତପୁର ବ୍ଳକ୍ ମୁନ୍ଦାର ଗାଁ ନିକଟରେ ଘଟିଛି ଦୁର୍ଘଟଣା ।
ସୂଚନାଯୋଗ୍ୟ ଯେ, କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଦଶମନ୍ତପୁର ବ୍ଳକ୍ ମୁନ୍ଦାର ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଅଟୋ ଓଲଟିଲା ପରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ଦଶମନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ୫ ଗୁରୁତରଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି ।
You Can Read :
ହୋଲି ଖେଳିସାରି ପୋଖରୀରେ ଗାଧୋଇବା ବେଳେ ଅଘଟଣ : ଚାଲିଗଲା ଛାତ୍ରଙ୍କ ଜୀବନ