ଧନ ପ୍ରାପ୍ତିର ଯୋଗ ରହିଛି, କିଛି ନୂତନ କାର୍ଯ୍ୟ ବା ବ୍ୟବସାୟ ଆରମ୍ଭ ପାଇଁ ଦିନଟି ଭଲ ରହିବ
ମେଷ- ଉଚ୍ଚ ସମ୍ମାନର ଅଧିକାରୀ ହେବେ । କାର୍ଯ୍ୟ କ୍ଷେତ୍ରରେ ତତ୍ପର ହେବେ। ବାହ୍ୟ ସ୍ଥାନରୁ ମାନ-ସମ୍ମାନ ମିଳିବ । ପୁରୁଣା ମିତ୍ରଙ୍କୁ ଭେଟି ଆନନ୍ଦ ପାଇବେ। ଆର୍ଥିକ ସମସ୍ୟା ଦେଖା ଦେଇପାରେ। ବିଦ୍ୟାର୍ଥୀମାନେ ଅନେକ ଲାଭବାନ ହେବେ ।ବୃଷ- ମନରେ ସାମାନ୍ୟ କ୍ରୋଧ ବୃଦ୍ଧି ହେବ । ଆତ୍ମବିଶ୍ୱାସ ପୂର୍ଣ୍ଣ ହେବେ । ରାଜନୀତିରେ ଉନ୍ନତି ଯୋଗ ରହିଛି । ପିଲାମାନଙ୍କର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ବିଦେଶୀ ଯାତ୍ରାକୁ ଯାଇପାରନ୍ତି। କର୍ମ କ୍ଷେତ୍ରରେ ସଫଳତାର ସମ୍ଭାବନା ଅଛି ।ମିଥୁନ- ଆର୍ଥିକ ସ୍ଥିତିରେ ଅବନତି ଘଟିବ । ମନ ପରାଧୀନ ହୋଇ ରହିବ । କର୍ମ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ । ହେଲେ ମଧ୍ୟ ଦିନଟିରେ ରୋଜଗାର ଉତ୍ତମ ହେବ । ବ୍ୟବସାୟ ଭଲ ହେବ। ପ୍ରେମ ସମ୍ପର୍କରେ ମଧୁରତା ଆସିବ । କର୍ତ୍ତବ୍ୟ ପରାୟଣ ହେବେ ।କର୍କଟ- ମାନହାନି ହେବାର ଯୋଗ ରହିଛି । ଅଙ୍ଗରେ ଆଘାତ ଲାଗିପାରେ। କୌଣସି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ନଷ୍ଟ କରି ଦୁଃଖ ପ୍ରକାଶ କରିବେ। କୌଣସି ଦ୍ରବ୍ୟ ନଷ୍ଟ କରି ଦୁଃଖ ପ୍ରକାଶ କରିବେ ।ସିଂହ- ମନ ପ୍ରଫୁଲ୍ଲ ରହିବ । କିଛି ନୂତନ କାର୍ଯ୍ୟ ବା ବସ୍ତୁ ପାଇ ଅଧିକ ଉତ୍ସାହିତ ହେବେ । ଉଚ୍ଚ ସମ୍ମାନ ପ୍ରାପ୍ତି ହେବେ । ନୂତନ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ । ବ୍ୟବସାୟ ବିସ୍ତାର ପାଇଁ ଆପଣ ପରିବାରରୁ ଆର୍ଥିକ ସହାୟତା ପାଇପାରିବେ ।କନ୍ୟା- ମନ ବ୍ୟକୁ
ମେଷ- ଉଚ୍ଚ ସମ୍ମାନର ଅଧିକାରୀ ହେବେ । କାର୍ଯ୍ୟ କ୍ଷେତ୍ରରେ ତତ୍ପର ହେବେ। ବାହ୍ୟ ସ୍ଥାନରୁ ମାନ-ସମ୍ମାନ ମିଳିବ । ପୁରୁଣା ମିତ୍ରଙ୍କୁ ଭେଟି ଆନନ୍ଦ ପାଇବେ। ଆର୍ଥିକ ସମସ୍ୟା ଦେଖା ଦେଇପାରେ। ବିଦ୍ୟାର୍ଥୀମାନେ ଅନେକ ଲାଭବାନ ହେବେ ।
ବୃଷ- ମନରେ ସାମାନ୍ୟ କ୍ରୋଧ ବୃଦ୍ଧି ହେବ । ଆତ୍ମବିଶ୍ୱାସ ପୂର୍ଣ୍ଣ ହେବେ । ରାଜନୀତିରେ ଉନ୍ନତି ଯୋଗ ରହିଛି । ପିଲାମାନଙ୍କର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ବିଦେଶୀ ଯାତ୍ରାକୁ ଯାଇପାରନ୍ତି। କର୍ମ କ୍ଷେତ୍ରରେ ସଫଳତାର ସମ୍ଭାବନା ଅଛି ।
ମିଥୁନ- ଆର୍ଥିକ ସ୍ଥିତିରେ ଅବନତି ଘଟିବ । ମନ ପରାଧୀନ ହୋଇ ରହିବ । କର୍ମ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ । ହେଲେ ମଧ୍ୟ ଦିନଟିରେ ରୋଜଗାର ଉତ୍ତମ ହେବ । ବ୍ୟବସାୟ ଭଲ ହେବ। ପ୍ରେମ ସମ୍ପର୍କରେ ମଧୁରତା ଆସିବ । କର୍ତ୍ତବ୍ୟ ପରାୟଣ ହେବେ ।
କର୍କଟ- ମାନହାନି ହେବାର ଯୋଗ ରହିଛି । ଅଙ୍ଗରେ ଆଘାତ ଲାଗିପାରେ। କୌଣସି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ନଷ୍ଟ କରି ଦୁଃଖ ପ୍ରକାଶ କରିବେ। କୌଣସି ଦ୍ରବ୍ୟ ନଷ୍ଟ କରି ଦୁଃଖ ପ୍ରକାଶ କରିବେ ।
ସିଂହ- ମନ ପ୍ରଫୁଲ୍ଲ ରହିବ । କିଛି ନୂତନ କାର୍ଯ୍ୟ ବା ବସ୍ତୁ ପାଇ ଅଧିକ ଉତ୍ସାହିତ ହେବେ । ଉଚ୍ଚ ସମ୍ମାନ ପ୍ରାପ୍ତି ହେବେ । ନୂତନ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ । ବ୍ୟବସାୟ ବିସ୍ତାର ପାଇଁ ଆପଣ ପରିବାରରୁ ଆର୍ଥିକ ସହାୟତା ପାଇପାରିବେ ।
କନ୍ୟା- ମନ ବ୍ୟକୁଳିତ ରହିବ । କିଛି ଆର୍ଥିକ ସମସ୍ୟାକୁ ନେଇ ଅସନ୍ତୋଷ ପ୍ରକାଶ କରିପାରନ୍ତି । ବ୍ୟବସାୟରେ ଏତେ ଲାଭର ଯୋଗ ନାହିଁ । ପରିବାରରେ ସମସ୍ୟା ଦେଖା ଦେଇପାରେ । ଆତ୍ମ ବିଶ୍ୱାସ ବଜାୟ ରଖନ୍ତୁ । ପରିଶ୍ରମ ଅଧିକ ହେବ ।
ତୁଳା- ଉଚ୍ଚ ସମ୍ମାନର ଅଧିକାରୀ ହେବେ । ଭ୍ରମଣର ଯୋଗ ରହିବ । ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ । କର୍ମ କ୍ଷେତ୍ରରେ ସର୍ବଜନ ପ୍ରିୟ ହେବେ । ବ୍ୟବସାୟ ସମ୍ବନ୍ଧୀୟ ବିଷୟ ପ୍ରତି ସାବଧାନ ରୁହନ୍ତୁ । ବିଦ୍ୟାର୍ଥୀ ମାନଙ୍କ ଦ୍ଵାରା କିଛି ନୂତନ କାର୍ଯ୍ୟ ସମ୍ପନ୍ନ ହେବ ।
ବିଛା- ଗୃହରେ ଅଧିକ କାର୍ଯ୍ୟ ଭାର ରହିବ। ଅଯଥା ଅର୍ଥ ବ୍ୟୟ ହେବ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କିଛି ଭୁଲ ନିଷ୍ପତ୍ତି ମଧ୍ୟ ନେଇପାରନ୍ତି । ଏକା ସହ ଏକାଧିକ କାର୍ଯ୍ୟରେ ଯୋଗଦାନ କରିବେ ।
ଧନୁ- ଧନ ପ୍ରାପ୍ତିର ଯୋଗ ରହିଛି । କିଛି ନୂତନ କାର୍ଯ୍ୟ ବା ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ବହୁତ ଉତ୍ତମ ରହିବ। ସର୍ବ କାର୍ଯ୍ୟ ସଫଳତା ପୂର୍ବକ ସମାପ୍ତ ହେବ । ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛତ୍ରଛାତ୍ରୀଙ୍କ ମନୋବଳ ଦୃଢ଼ ହେବ ।
ମକର- ଭ୍ରମଣର ଯୋଗ ରହିଛି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଯାହା ଆପଣଙ୍କୁ ଶୁଭ ଫଳ ପ୍ରଦାନ କରିବ । ଯାହାବି କର୍ମ କରିଛନ୍ତି ତା’ର ଫଳ ନିଶ୍ଚୟ ପ୍ରାପ୍ତ ହେବ । ବ୍ୟବସାୟରେ ଯାତ୍ରା ଯୋଗ ରହିଛି । ଚାକିରିରେ ଉଚ୍ଚସ୍ଥାନ ପ୍ରାପ୍ତି ହେବ ।
କୁମ୍ଭ- ସେବା ପୂଜାରେ ମନୋନିବେଶ କରିବେ । ମନରେ ବିଷାଦ ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ପାଇଁ ନୂତନ କାର୍ଯ୍ୟ କ୍ଷେତ୍ରରେ ଯୋଗଦାନ କରିବେ । ମନ ସାମାନ୍ୟ ଚିନ୍ତିତ ରହିବ । ସୁସମ୍ବାଦ ପାଇ ଖୁସି ହେବେ । ଭ୍ରମଣ ଯୋଗ ରହିଛି ।
ମୀନ- ଶାରୀରିକ କଷ୍ଟ ଅନୁଭବ କରିବେ । ମନ ଅଶାନ୍ତ ରହିବ । କାର୍ଯ୍ୟ ହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମନରେ ଆଶା ଏବଂ ନିରାଶାର ଭାବନା ରହିପାରେ । ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଜୀବନ ସାଥୀଙ୍କ ସମର୍ଥନ ପାଇବ । ଖର୍ଚ୍ଚ ବୃଦ୍ଧି ପାଇବ ।