ଧନୁଯାତ୍ରା ମହୋତ୍ସବର ନବମ ଦିନ: ବେନିଭାଇଙ୍କୁ ମେଲାଣୀ, ଭାବବିହ୍ବଳ ହେଲେ ଗୋପପୁରବାସୀ
ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ଥିଲା ନବମ ଦିବସ। ଗୋପପୁରରୁ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ଧରି ଅକ୍ରୂର ମଥୁରାନଗରୀ ଅଭିମୁଖେ ବାହାରିଥିଲେ। ସେତେବେଳେ ବେନିଭାଇଙ୍କୁ ମେଲାଣି ସମୟରେ ଗୋପପୁରବାସୀ ଭାବବିହ୍ବଳ ହୋଇ ପଡିଥିବା ବେଳେ ଶ୍ରୀକୃଷ୍ଣଙ୍କ ବିରହରେ ରାଧା ଭାଙ୍ଗି ପଡିଥିଲେ। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା। The post ଧନୁଯାତ୍ରା ମହୋତ୍ସବର ନବମ ଦିନ: ବେନିଭାଇଙ୍କୁ ମେଲାଣୀ, ଭାବବିହ୍ବଳ ହେଲେ ଗୋପପୁରବାସୀ appeared first on Dharitri Odia News.
ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ଥିଲା ନବମ ଦିବସ। ଗୋପପୁରରୁ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ଧରି ଅକ୍ରୂର ମଥୁରାନଗରୀ ଅଭିମୁଖେ ବାହାରିଥିଲେ।
ସେତେବେଳେ ବେନିଭାଇଙ୍କୁ ମେଲାଣି ସମୟରେ ଗୋପପୁରବାସୀ ଭାବବିହ୍ବଳ ହୋଇ ପଡିଥିବା ବେଳେ ଶ୍ରୀକୃଷ୍ଣଙ୍କ ବିରହରେ ରାଧା ଭାଙ୍ଗି ପଡିଥିଲେ। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା।
The post ଧନୁଯାତ୍ରା ମହୋତ୍ସବର ନବମ ଦିନ: ବେନିଭାଇଙ୍କୁ ମେଲାଣୀ, ଭାବବିହ୍ବଳ ହେଲେ ଗୋପପୁରବାସୀ appeared first on Dharitri Odia News.