ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ ଭିରାହ ବ୍ୟାଣ୍ଡ୍‌ ସଙ୍ଗୀତ ପରିବେଷଣ କରୁଛନ୍ତି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା […] The post ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ appeared first on Dharitri Odia News.

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ ଭିରାହ ବ୍ୟାଣ୍ଡ୍‌ ସଙ୍ଗୀତ ପରିବେଷଣ କରୁଛନ୍ତି।

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ କନକ୍ଲେଭ’। ଚଳିତବର୍ଷର ପ୍ରସଙ୍ଗ ରହିଛି ‘କ୍ଲାଇମେଟ ଚେଞ୍ଜ:ବିଲ୍ଡିଂ ରିଜିଲିଆନ୍ସ’। ଆସନ୍ତା ୨୪ ତାରିଖ ଅର୍ଥାତ୍‌ ରବିବାର ଭୁବନେଶ୍ୱରରେ ଧରିତ୍ରୀର ୫୧ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଯୁବ ସମ୍ମିଳନୀର ଚତୁର୍ଥ ସଂସ୍କରଣ ଅନୁଷ୍ଠିତ ହେବ।

The post ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ appeared first on Dharitri Odia News.