ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ କନକ୍ଲେଭ’। ଚଳିତବର୍ଷର […] The post ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ appeared first on Dharitri Odia News.
ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି।
ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ କନକ୍ଲେଭ’। ଚଳିତବର୍ଷର ପ୍ରସଙ୍ଗ ରହିଛି ‘କ୍ଲାଇମେଟ ଚେଞ୍ଜ:ବିଲ୍ଡିଂ ରିଜିଲିଆନ୍ସ’। ଆସନ୍ତା ୨୪ ତାରିଖ ଅର୍ଥାତ୍ ରବିବାର ଭୁବନେଶ୍ୱରରେ ଧରିତ୍ରୀର ୫୧ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଯୁବ ସମ୍ମିଳନୀର ଚତୁର୍ଥ ସଂସ୍କରଣ ଅନୁଷ୍ଠିତ ହେବ।
The post ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ appeared first on Dharitri Odia News.