ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍, କହିଦେଲେ ଏମିତି…
ଭୁବନେଶ୍ୱର,୩।୫: ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ ଧର୍ମେନ୍ଦ୍ରଜୀ ନିର୍ବାଚନ ଲଢ଼ିବା ପାଇଁ ସ୍ଥିର କଲେ ମିଶନ ଶକ୍ତି ମା’ମାନଙ୍କ ଦୁବାଇ ଯିବା ବନ୍ଦ କରିଦେଲେ। ଆଉ ଯେବେ ସେ ନାମାଙ୍କନ ଦାଖଲ କଲେ ମିଶନ ଶକ୍ତି ସଚିବ, କେନ୍ଦ୍ରାପଡ଼ାର ଝିଅ ସୁଜାତା ରାଉତଙ୍କୁ ବାହାର କରିଦେଲେ। ତେବେ ଏଥିରୁ ସ୍ପଷ୍ଟ ଅନୁମେୟ ହେଉଛି ଯଦି ଧର୍ମେନ୍ଦ୍ର ନିର୍ବାଚନ […] The post ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍, କହିଦେଲେ ଏମିତି… appeared first on Dharitri Odia News.
ଭୁବନେଶ୍ୱର,୩।୫: ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ ଧର୍ମେନ୍ଦ୍ରଜୀ ନିର୍ବାଚନ ଲଢ଼ିବା ପାଇଁ ସ୍ଥିର କଲେ ମିଶନ ଶକ୍ତି ମା’ମାନଙ୍କ ଦୁବାଇ ଯିବା ବନ୍ଦ କରିଦେଲେ। ଆଉ ଯେବେ ସେ ନାମାଙ୍କନ ଦାଖଲ କଲେ ମିଶନ ଶକ୍ତି ସଚିବ, କେନ୍ଦ୍ରାପଡ଼ାର ଝିଅ ସୁଜାତା ରାଉତଙ୍କୁ ବାହାର କରିଦେଲେ।
ତେବେ ଏଥିରୁ ସ୍ପଷ୍ଟ ଅନୁମେୟ ହେଉଛି ଯଦି ଧର୍ମେନ୍ଦ୍ର ନିର୍ବାଚନ ଜିତନ୍ତି, ସେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ପୂରା ବନ୍ଦ କରିଦେବେ। ଏ ଅସମ୍ମାନର ଜବାବ ଓଡ଼ିଶାର ଲକ୍ଷ ଲକ୍ଷ ମିଶନ ଶକ୍ତି ମା’ ଏଥର ନିଶ୍ଚୟ ଦେବେ ବୋଲି ବବି କହିଛନ୍ତି।
The post ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍, କହିଦେଲେ ଏମିତି… appeared first on Dharitri Odia News.