ଧସିଲା ପଥର ଖାଦାନ: ଜଣେ ଶ୍ରମିକ ମୃତ, ଆହୁରି ଶ୍ରମିକ ଚାପି ରହିଥିବା ସନ୍ଦେହ
ଯାଜପୁର,୧୬।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁରରେ ଗୁରୁବାର ଏକ ଅଘଟଣ ଘଟିଛି। ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳା ପଥର ଖାଦାନରେ ପଥର ଓ ମାଟି ଧସି ଜଣେ ଶ୍ରମିକଙ୍କ ମୃତଦେହ ମିଳିଛି । ପଥର ତଳେ ବିଭିନ୍ନ ମେଶିନ ଓ ଆହୁରି ଶ୍ରମିକ ଚାପି ରହିଥିବା ସନ୍ଦେହ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। The post ଧସିଲା ପଥର ଖାଦାନ: ଜଣେ ଶ୍ରମିକ ମୃତ, ଆହୁରି ଶ୍ରମିକ ଚାପି ରହିଥିବା ସନ୍ଦେହ appeared first on Dharitri Odia News.
ଯାଜପୁର,୧୬।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁରରେ ଗୁରୁବାର ଏକ ଅଘଟଣ ଘଟିଛି। ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳା ପଥର ଖାଦାନରେ ପଥର ଓ ମାଟି ଧସି ଜଣେ ଶ୍ରମିକଙ୍କ ମୃତଦେହ ମିଳିଛି । ପଥର ତଳେ ବିଭିନ୍ନ ମେଶିନ ଓ ଆହୁରି ଶ୍ରମିକ ଚାପି ରହିଥିବା ସନ୍ଦେହ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
The post ଧସିଲା ପଥର ଖାଦାନ: ଜଣେ ଶ୍ରମିକ ମୃତ, ଆହୁରି ଶ୍ରମିକ ଚାପି ରହିଥିବା ସନ୍ଦେହ appeared first on Dharitri Odia News.