ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍‌କୁ ସିଲ୍‌ କରାଯିବ। ଏହା ସହ ମିଲ୍‌କୁ କଳା ତାଲିକାଭୁକ୍ତ କରାଯିବ। ନୂଆପଡ଼ାରେ ଏହି କାରଣ ପାଇଁ ମିଲ୍‌କୁ ସିଲ୍‌ କରାଯାଇଥିବା ମନ୍ତ୍ରୀ କହିଛନ୍ତି। ଆଗକୁ ଯିଏ ବି ଏମିତି କାମ କରିବ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ […] The post ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ… appeared first on Dharitri Odia News.

ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ।
ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍‌କୁ ସିଲ୍‌ କରାଯିବ। ଏହା ସହ ମିଲ୍‌କୁ କଳା ତାଲିକାଭୁକ୍ତ କରାଯିବ। ନୂଆପଡ଼ାରେ ଏହି କାରଣ ପାଇଁ ମିଲ୍‌କୁ ସିଲ୍‌ କରାଯାଇଥିବା ମନ୍ତ୍ରୀ କହିଛନ୍ତି। ଆଗକୁ ଯିଏ ବି ଏମିତି କାମ କରିବ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି।
ପୂର୍ବରୁ ବରଗଡ଼ରେ ଧାନମଣ୍ଡି ଖୋଲିବା ଦିନ ମନ୍ତ୍ରୀ ପାତ୍ର ପାତ୍ର କହିଥିଲେ। କଥା ଦେଇଥିଲୁ ରଖିଲୁ। ଆମ ସରକାର କଥା ରଖିଲେ ବୋଲି କହିଲେସୀମା ସିଲ ହୋଇଛି, ସିସିଟିଭି ଲାଗିଛି, ପାଟ୍ରୋଲିଂ ହେଉଛି। ଆଜି ବରଗଡ଼ର ୩ଟି ମଣ୍ଡିରୁ, କାଲିଠୁ ଅନ୍ୟ ସ୍ଥାନରୁ ଆରମ୍ଭ ହେବ ବୋଲ ମନ୍ତ୍ରୀ ପାତ୍ର କହିଛନ୍ତି।

The post ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ… appeared first on Dharitri Odia News.