ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ
ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର ପୂଜାର୍ଚ୍ଚନା କରି ଧାନ କିଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପାତ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି,କଥା ଦେଇଥିଲୁ ରଖିଲୁ। ଆମ ସରକାର କଥା ରଖିଲେ ବୋଲି କହିଲେସୀମା ସିଲ ହୋଇଛି, […] The post ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ appeared first on Dharitri Odia News.
ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର ପୂଜାର୍ଚ୍ଚନା କରି ଧାନ କିଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି।
ଏହି ଅବସରରେ ମନ୍ତ୍ରୀ ପାତ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି,କଥା ଦେଇଥିଲୁ ରଖିଲୁ। ଆମ ସରକାର କଥା ରଖିଲେ ବୋଲି କହିଲେସୀମା ସିଲ ହୋଇଛି, ସିସିଟିଭି ଲାଗିଛି, ପାଟ୍ରୋଲିଂ ହେଉଛି। ଆଜି ବରଗଡ଼ର ୩ଟି ମଣ୍ଡିରୁ, କାଲିଠୁ ଅନ୍ୟ ସ୍ଥାନରୁ ଆରମ୍ଭ ହେବ ବୋଲ ମନ୍ତ୍ରୀ ପାତ୍ର କହିଛନ୍ତି।
ଭାରମ୍ଭ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ, ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବାଚାଷୀମାନଙ୍କୁ ମନ୍ତ୍ରୀ ପାତ୍ର ସମ୍ବର୍ଦ୍ଧିତ କରିଥିଲେ।
The post ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ appeared first on Dharitri Odia News.