ଧାନ ସଂଗ୍ରହ ଶେଷ: ଜାଣନ୍ତୁ ଏବର୍ଷ କିଣାହେଲା କେତେଟନ୍
ଭୁବନେଶ୍ୱର,୧।୪: ଧାନ ସଂଗ୍ରହ ଶେଷ ହୋଇଥିବା ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି, ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ଶେଷ ହୋଇଛି।ଏବର୍ଷ ୭୪ ଲକ୍ଷ ମେଟ୍ରିକ ଟନ ଧାନ କିଣାଯାଇଛି। ଗତ ବର୍ଷ ୫୮ ଲକ୍ଷ ମେଟ୍ରିକ ଟନ ଧାନ କିଣା ଯାଇଥିଲା। ରବି ଧାନ ସଂଗ୍ରହ ପାଇଁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। The post ଧାନ ସଂଗ୍ରହ ଶେଷ: ଜାଣନ୍ତୁ ଏବର୍ଷ କିଣାହେଲା କେତେଟନ୍ appeared first on Dharitri Odia News.
ଭୁବନେଶ୍ୱର,୧।୪: ଧାନ ସଂଗ୍ରହ ଶେଷ ହୋଇଥିବା ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି, ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ଶେଷ ହୋଇଛି।ଏବର୍ଷ ୭୪ ଲକ୍ଷ ମେଟ୍ରିକ ଟନ ଧାନ କିଣାଯାଇଛି। ଗତ ବର୍ଷ ୫୮ ଲକ୍ଷ ମେଟ୍ରିକ ଟନ ଧାନ କିଣା ଯାଇଥିଲା। ରବି ଧାନ ସଂଗ୍ରହ ପାଇଁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି।
The post ଧାନ ସଂଗ୍ରହ ଶେଷ: ଜାଣନ୍ତୁ ଏବର୍ଷ କିଣାହେଲା କେତେଟନ୍ appeared first on Dharitri Odia News.