ଧାମନଗରରେ ୧୬୩ ଲାଗୁ

ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଏହି ସଂଘର୍ଷରେ ଗୋଟିଏ ଗୋଷ୍ଠୀର ୪ ଜଣ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ୧ କି.ମି. ପରିସର ମଧ୍ୟରେ ଏକାଠି ହେବା ଏବଂ ଶୋଭାଯାତ୍ରା ଉପରେ କଟକଣା ଲାଗୁ କରାଯାଇଛି। The post ଧାମନଗରରେ ୧୬୩ ଲାଗୁ appeared first on Dharitri Odia News.

ଧାମନଗରରେ ୧୬୩ ଲାଗୁ

ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଏହି ସଂଘର୍ଷରେ ଗୋଟିଏ ଗୋଷ୍ଠୀର ୪ ଜଣ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ୧ କି.ମି. ପରିସର ମଧ୍ୟରେ ଏକାଠି ହେବା ଏବଂ ଶୋଭାଯାତ୍ରା ଉପରେ କଟକଣା ଲାଗୁ କରାଯାଇଛି।

The post ଧାମନଗରରେ ୧୬୩ ଲାଗୁ appeared first on Dharitri Odia News.